www.samajalive.in
Friday, December 5, 2025
26.1 C
Bhubaneswar

ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ: ଦେବେନ୍ଦ୍ର ଫଡନାବିସଙ୍କ ଶପଥ ସମାରୋହରେ ହେବେ ସାମିଲ

ଭୁବନେଶ୍ଵର: ମୁମ୍ବାଇ ଗଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଆଜି ଦେବେନ୍ଦ୍ର ଫଡନାବିସ୍ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଆଜି ସନ୍ଧ୍ୟା ୫ଟା ୩୦ରେ ଆଜାଦ ମୈଦାନରେ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ପଦ ଓ ଗୋପନୀୟତାର ତାଙ୍କୁ ପାଠ କରାଇବେ ।  ଫଡନାବିସଙ୍କ ସହ ଏକନାଥ ସିନ୍ଦେ ଓ ଅଜିତ ପାୱାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ଜଣାପଡ଼ିଛି। ତେବେ  ଶପଥ ସମାରୋହରେ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ସାମିଲ ହେବାକୁ ନିମନ୍ତ୍ରଣ ହୋଇଛି।ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମୁମ୍ବାଇ ଗସ୍ତ କରିଛନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories