www.samajalive.in
Friday, December 5, 2025
27.1 C
Bhubaneswar

୧୨ ଘଣ୍ଟିଆ ବେଲପଡା ବନ୍ଦ ପାଳନ

ସମାଜ ଡିଜିଟାଲ ଡେସ୍କ: ଜୋର ଧରିଛି ଏନ.ଏସି ମାନ୍ୟତା ଦାବି । ଏନ.ଏସି ମାନ୍ୟତା ଦାବି କରି ଆଜି ୧୨ଘଣ୍ଟିଆ ବେଲପଡା ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ବେଲପଡାବାସୀଙ୍କ ପକ୍ଷରୁ ବିଭିନ୍ନ ଛକରେ ପିକେଟିଂ କରି ବନ୍ଦ ପାଳନ କରାଯାଉଛି । ତାରିଣୀ ମନ୍ଦିର ଛକରେ ପିକେଟିଂ କରିବା ସହ ଆନ୍ଦୋଳନକାରୀମାନେ ଗାଡିମୋଟର ଅଟକାଇଛନ୍ତି । ବନ୍ଦ ଡାକରା ଯୋଗୁଁ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ମଧ୍ୟ ବନ୍ଦ ରହିଛି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories