www.samajalive.in
Saturday, December 6, 2025
16.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ..

୨୦୨୪-୨୫ ବର୍ଷର ବଜେଟ ଉପସ୍ଥାପନ: ମୁଦ୍ରା ଋଣ ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି..

- Advertisement -

ବଜେଟ୍‌ରେ ୯ଟି କ୍ଷେତ୍ରକୁ ଫୋକସ୍‌: ୧. କୃଷି କ୍ଷେତ୍ରରେ ଉତ୍ପାଦକତା ଏବଂ ସ୍ଥିରତା..

୨. ରୋଜଗାର ଏବଂ ଦକ୍ଷତା

୩. ସମାବେସୀ ମାନବ ସମ୍ବଳ ବିକାଶ ଏବଂ ସାମାଜିକ ନ୍ୟାୟ

୪. ବିନିର୍ମାଣ ଏବଂ ସେବା

୫. ସହରୀ ବିକାଶ

୬. ଶକ୍ତି ସୁରକ୍ଷା

୭. ଭିତ୍ତିଭୂମି

୮. ଅଭିନବ, ଅନୁସନ୍ଧାନ ଏବଂ ବିକାଶ

୯. ଆଗାମୀ ପିଢିର ଉନ୍ନତି..

କେନ୍ଦ୍ର ସାଧାରଣ ବଜେଟ୍‌ ; ନୂଆ ନିଯୁକ୍ତିଙ୍କ ପାଇଁ ବଡ ଘୋଷଣା..

କେନ୍ଦ୍ର ସାଧାରଣ ବଜେଟ୍‌ ; ନୂଆ ନିଯୁକ୍ତିଙ୍କ ପାଇଁ ବଡ ଘୋଷଣା..

ଦେଶରେ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ଓ ନିଯୁକ୍ତିି ସୁଯୋଗ ବୃଦ୍ଧି କରିବା ଲକ୍ଷ୍ୟରେ ଅର୍ଥମନ୍ତ୍ରୀ ୩ଟି ସ୍କିମ୍‌ ଘୋଷଣା କରିଛନ୍ତି..

ଓଡ଼ିଶା ପର୍ଯ୍ୟଟନସ୍ଥଳୀ ପାଇଁ ବଜେଟରେ ବିଶେଷ ଘୋଷଣା କଲେ ଅର୍ଥମନ୍ତ୍ରୀ..

ଓଡ଼ିଶାର ପର୍ଯ୍ୟଟନସ୍ଥଳୀକୁ ବିଶ୍ୱସ୍ତରୀୟ କରାଯିବ..

ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ..

କଟକ ମଧୁପାଟଣା ଥାନା ସମ୍ମୁଖ ଡ୍ରେସ୍ ଦୋକାନରୁ ଲୁଟ୍ , ସିସି ଟିଭିରେ ଲୁଟ୍ ବେଳର ଦୃଶ୍ୟ କଏଦ..

ଆସନ୍ତା ୩ ଘଣ୍ଟା ପାଇଁ ୬ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା..

ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି, ଗଞ୍ଜାମ, ଗଜପତି ଜିଲ୍ଲାକୁ ସତର୍କତା, ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା..

ଅଗଷ୍ଟ ମାସରେ ଗ୍ରହଙ୍କ ବଡ ଯୋଗ: ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଧନ ଠାରୁ ଆରମ୍ଭ କରି ମିଳିବ ଚାକିରି..

 

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories