www.samajalive.in
Friday, December 5, 2025
23.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନ (ସଚିବାଳୟ)ରୁ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ ରାଜ୍ୟ ଅତିଥି ଭବନରୁ କାର୍ଯ୍ୟ କରୁଥିଲେ ମୁଖ୍ୟମନ୍ତ୍ରୀ..

- Advertisement -

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ପହଞ୍ଚିଲା ଟିମ ଇଣ୍ଡିଆ..

ଦିଲ୍ଲୀ ବିମାନବନ୍ଦରରେ ଖେଳାଳିମାନଙ୍କୁ ଭବ୍ୟ ସ୍ଵାଗତ, ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ..

ଯାଜପୁର: ଟ୍ରକକୁ ପଛରୁ ପିଟିଲା କାର, ଦମ୍ପତି ମୃତ..

ଏନଏଚ-୧୬ ପାଣିକୋଇଲି ଛକ ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣା..

ବାସ୍ ଏହି ୩ଟି ଗଛ ଘରକୁ ଆଣନ୍ତୁ ; ବଦଳିଯିବ ଭାଗ୍ୟ, ଧନକୁ କରେ ଆକର୍ଷିତ..

କଟକରୁ ବାଲେଶ୍ୱର କାରରେ ଯାଉଥିବା ବେଳେ ଦୁର୍ଘଟଣା..

ସୁସ୍ଥ ହୋଇଛନ୍ତି ମହାପ୍ରଭୁ ; ଆଜି ଅଣସରର ତ୍ରୟୋଦଶୀ ତିଥିରେ ହେବ ଘଣା ଓ ଖଳି ପ୍ରସାଦ ଲାଗି..

ଶୁଦ୍ଧ ସୁଆରଙ୍କ ଦ୍ବାରା ପ୍ରସ୍ତୁତ ଦିବ୍ୟ ପ୍ରଲେପକୁ ଶ୍ରୀଅଙ୍ଗରେ ଲାଗି କରିବେ ଦଇତାପତି ସେବକ..

ବଣାଇ: ଗାଁରେ ପଶି ଘର ଭାଙ୍ଗିଲା ଦନ୍ତା: ପ୍ରତିବାଦରେ ସେକ୍ସନ ଅଫିସରେ ତାଲା ପକାଇଲେ ଲୋକେ..

ଖଣ୍ଡପଡାରେ ଅଘଟଣ: ଭାପୁର ତହସିଲ ମୁଖ୍ୟ କିରାଣିଙ୍କ କ୍ଵାର୍ଟର୍ସରେ ଅଗ୍ନିକାଣ୍ଡ, ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଭାଙ୍ଗିଲା ଘର , ଦୁଇ ଆହତ..

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରୋହିତ ବାହିନୀ..

ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଯାଇ ସାକ୍ଷାତ କଲେ ଟିମ୍ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଏବଂ ଅନ୍ୟ ଖେଳାଳି..

ନୂଆପଡା ଜିଲ୍ଲା ବେଲଟୁକୁରି ଥାନା ଶରଧାପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା: ବାଇକ୍-ସ୍କୁଟି ଧକ୍କା, ଦୁଇ ମୃତ..

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories