ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର : ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟେରା.. ସିସିଟିଭିରେ ଲୁଟ୍ ଦୃଶ୍ୟ କଏଦ୍.. ବାଙ୍କୀ ଡମପଡା ଅଭୟାରଣ୍ୟ ଗୟଳବାଙ୍କ ଗାଁରେ ଅଘଟଣ: ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ.. ଆଇପିଏଲ୍‌ ମହାସମର: କୋଲକାତା ନାଇଟ୍‌ ରାଇଡର୍ସକୁ ୭ ୱିକେଟରେ ହରାଇଲା ଚେନ୍ନାଇ ସୁପର କିଙ୍ଗସ୍‌ .. ଆଜି ପଞ୍ଜାବ କିଙ୍ଗସ୍‌ ଓ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ମୁକାବିଲା.. ମହିଳା ବକ୍ସରଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ପୁଲିସ୍‌.. ସୁରକ୍ଷାକର୍ମୀ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ.. … Continue reading ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର