www.samajalive.in
Saturday, December 6, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଆସନ୍ତାକାଲି ବିଶ୍ଵପ୍ରସିଦ୍ଧ ଘୋଷଯାତ୍ରା: ଆଜି ରଥଖଳାରେ ପ୍ରସ୍ତୁତ ୩ ରଥକୁ ବିଜେ ହେଲା ଆଜ୍ଞାମାଳ..

ଆଜି ଦୈନିକ ଖବର କାଗଜ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ..

- Advertisement -

ବିଭିନ୍ନ ସ୍ଥାନରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧୋତ୍ସବ ପାଳନ.. ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ..

ଆଜିଠୁ ୪ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ..

ସନ୍ଧ୍ୟାରେ ବାୟୁସେନାର ସ୍ଵତନ୍ତ୍ର ବିମାନରେ ଆସି ପହଞ୍ଚିବେ..

ବିମାନ ବନ୍ଦରରୁ ସଡକ ପଥରେ ସିଧାସଳଖ ଜୟଦେବ ଭବନରେ ହେବାକୁ ଥିବା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ..

ହାତ୍ରାସ୍‍ ଦଳାଚକଟା ଘଟଣା: ଭୋଲେ ବାବା କହିଲେ ମୁଁ ମର୍ମାହତ..

ଝରିଗାଁ ଟାଉନ୍ ଥାନା ମହେନ୍ଦ୍ରୀ ଗାଁ ରାଜ୍ୟ ରାଜପଥରେ ଦୁର୍ଘଟଣା..

୧୦୮ ଆମ୍ବୁଲାନ୍ସ ଧକ୍କାରେ ୮ ବର୍ଷର ପୁଅ ମୃତ, ବାପା ଗୁରୁତର..

୨୨ତାରିଖରୁ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହେବ..

୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଆସିବ..

ଜୁଲାଇ ୮ରୁ ଶନି-ରାହୁ ମିଶି ଚମକାଇବେ ଏହି ରାଶିଙ୍କ ଭାଗ୍ୟ, ମିଳିବ ଧନ,ବଦଳିଯିବ ଜୀବନ..

ଆସନ୍ତାକାଲି ଘୋଷଯାତ୍ରା: ରଥଯାତ୍ରା ପୂର୍ବରୁ ଶରଧାବାଲିରେ ସଫେଇ କାର୍ଯ୍ୟରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ପରିଷଦ ସଦସ୍ୟ..

ଆଜି ଶ୍ରୀମନ୍ଦିର ଯାଞ୍ଚ କମିଟିର ପ୍ରଥମ ବୈଠକ..

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅଧ୍ୟକ୍ଷତା କରିବେ ଜଷ୍ଟିସ୍ ବିଶ୍ଵନାଥ ରଥ, କେଉଁ ଦିନ ଓ କିଭଳି ଭାବେ ଖୋଲିବ ତାର ମୋଡାଲିଟି ନେଇ ୧୬ଜଣିଆ କମିଟିରେ ହେବ ବିସ୍ତୃତ ଆଲୋଚନା..

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ଆସନ୍ତା ୫ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ଲାଗି ରହିବ ବର୍ଷା ..

ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା..

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories