www.samajalive.in
Saturday, December 6, 2025
26.1 C
Bhubaneswar

ଆଉ ୧୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା, ୧୨୭୨ରେ ପହଞ୍ଚିଲା ରାଜ୍ୟର ମୋଟ୍ ମୃତ୍ୟୁ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜି ମୃତ୍ୟୁ ବରଣ କରିଥିବା ୧୩ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ମୃତ୍ୟୁ ବରଣ କରିଥିବା ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ୪ ଜଣ, ନୂଆପଡା ଜିଲାରୁ ୩ ଜଣ, ଝାରସୁଗୁଡା ଜିଲାରୁ ୨, କେନ୍ଦୁଝର ଜିଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୩ ଲକ୍ଷ ୮୫ ହଜାର ୨୫୯ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୨ ଲକ୍ଷ ୮୩ ହଜାର ୯୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୧୨୭୨ ଜଣଙ୍କର ମୃତ୍ୟୁ ହୋଇଛି, ସେହିପରି ୨ ଲକ୍ଷ ୬୬ ହଜାର ୧୦୫ ଜଣ ସୁସ୍ଥ ହୋଇଥିବା ବେଳେ ୧୬ ହଜାର ୫୧୨ ଜଣ ଚିକିତ୍ସିତ ହେଉଛନ୍ତି।


 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories