www.samajalive.in
Friday, December 5, 2025
17.1 C
Bhubaneswar

୧୦୩୭ ଜଣଙ୍କୁ ମିଳିବ ପୁଲିସ ପଦକ, ଓଡ଼ିଶାରୁ ପାଇବେ ୧୩ ଜଣ

ସମାଜ ଡିଜିଟାଲ ଡେସ୍କ: ସ୍ଵାଧୀନତା ଦିବସ ଅବସରରେ ଦେଶର ୧୦୩୭ ଜଣଙ୍କୁ ମିଳିବ ପୁଲିସ ପଦକ ଏବଂ ସାହସିକତା ପୁରସ୍କାର। କାର୍ଯ୍ୟକ୍ଷେତ୍ରରେ ଉତ୍ସର୍ଗୀକୃତ ସେବା ପ୍ରଦର୍ଶନ ଲାଗି ପୁଲିସ ବିଭାଗ, ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ଏହି ପଦକ ପ୍ରଦାନ କରାଯିବ। ସେମାନଙ୍କ ମଦ୍ୟରୁ ଓଡ଼ିଶାରୁ ୧୩ ଜଣ ରହିଛନ୍ତି। ଏ ସମ୍ପର୍କରେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

୧୦୩୭ ଜଣଙ୍କ ମଧ୍ୟରୁ ଜଣଙ୍କୁ ରାଷ୍ଟ୍ରପତି ସାହସିକତା ପଦକ ପ୍ରଦାନ କରାଯିବ। ସେ ହେଉଛନ୍ତି ତେଲେଙ୍ଗାନା ପୁଲିସ ବିଭାଗ ମୁଖ୍ୟ କନଷ୍ଟେବଳ ଚଡୁଭୁ ୟାଦାୟା। ଏହା ବ୍ୟତୀତ ୨୧୩ ଜଣଙ୍କୁ ସାହସିକତା ପଦକ, ୯୪ଜଣଙ୍କୁ ପ୍ରଖ୍ୟାତ ସେବା ପଦକ, ୭୨୯ ଜଣଙ୍କୁ ଗୁଣବତ୍ତାସମ୍ପନ୍ନ ସେବା ପଦକ  ପ୍ରଦାନ କରାଯିବ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories