www.samajalive.in
Sunday, December 7, 2025
18.1 C
Bhubaneswar

କର୍ଣ୍ଣାଟକରେ ୧୪ ବିଧାୟକ ଅଯୋଗ୍ୟ ଘୋଷିତ

ନୂଆଦିଲ୍ଲୀ : କର୍ଣ୍ଣାଟକ ବିଧାନସଭା ବାଚସ୍ପତି କେ.ଆର ରମେଶ କୁମାର ରବିବାର ବିଦ୍ରୋହୀ ୧୪ ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି । ଏହା ପୂର୍ବରୁ ଗୁରୁବାର ବାଚସ୍ପିତି ୩ ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଥିଲା। ମୋଟ୍ ୧୭ ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ, ବାଚସ୍ପତି ପଦରୁ କେ.ଆର୍. ରମେଶ କୁମାର ଇସ୍ତଫା ଦେବା ପାଇଁ ବିଜେପି ଦାବି କରି ଆସୁଥିଲା। ବିଦ୍ରୋହୀ ବିଧାୟକଙ୍କ ଇସ୍ତଫା ଗ୍ରହଣ କରାଯିବ କିମ୍ବା ସେମାନଙ୍କୁ ଅଯୋଗ୍ୟ ଘୋଷଣା କରାଯିବ ଏହାର ନିଷ୍ପତ୍ତି ବାଚସ୍ପତିଙ୍କ ନେବାର ଥିଲା । ଏହି କ୍ରମରେ ବାଚସ୍ପତି ରବିବାର ୧୪ ଜଣ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କରିଛନ୍ତି । ଏହି ଘୋଷଣା କରିବା ସମୟରେ ବାଚସ୍ପତି କହିଛନ୍ତି ଯେ, ସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଯେଭଳି ମୋ ଉପରେ ଚାପ ପକାଯାଉଛି ସେଥିରେ ମୁଁ ଅବସାଦଗ୍ରସ୍ତ ହୋଇଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories