www.samajalive.in
Saturday, December 6, 2025
17.1 C
Bhubaneswar

ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ୍‌ ଯବାନ ମୃତ

ଇସଲାମାବାଦ : ଉତ୍ତରପଶ୍ଚିମ ପାକିସ୍ତାନରେ ଶନିବାର ଆତ୍ମଘାତୀ ବିସ୍ଫୋରଣରେ ୧୩ ପାକ୍‌ ଯବାନଙ୍କ ମୃତ୍ୟୁ ଘଟିଛି । ଖାଇବର ପଖଟୁଙ୍ଖୱା ଉତ୍ତର ୱାଜିରିସ୍ତାନରେ ଏହି ଆତ୍ମଘାତୀ ବିସ୍ଫୋରଣ ଘଟିଛି । ୧୩ ପାକ୍‌ ଯବାନଙ୍କ ମୃତ୍ୟୁ ହେବା ସହ ଆଉ ୧୦ ଜଣ ଯବାନ ଗୁରୁତର ହୋଇଛନ୍ତି । ୨୦ରୁ ଅଧିକ ଲୋକ ଆହତ ମଧ୍ୟ ହୋଇଛନ୍ତି । ଆହତଙ୍କ ମଧ୍ୟରେ ଅନେକ ଶିଶୁ ମଧ୍ୟ ରହିଛନ୍ତି । ସେନା ଗାଡିକୁ ଟାର୍ଗେଟ୍‌ କରି ବିସ୍ଫୋରକ ଭର୍ତ୍ତି ଗାଡି ଧକ୍କା ଦେବାରୁ ଏହା ଘଟିଛି । ବିସ୍ଫୋରଣ କାରଣରୁୁ ଅନେକ ଘରର ଛାତ ଉଡି ଯାଇଛି । ଆହତଙ୍କ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ ବୋଲି ଅନୁମାନ କରାଯାଉଛି ।

ଆସୁଛି ୨ଟି ଲଘୁଚାପ; ଜୁଲାଇ ୪ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଏହି ତାରିଖରେ ଜନ୍ମ ହେଲେ ଶନିଙ୍କ କୃପାରୁ ନିଶ୍ଚୟ ହୁଅନ୍ତି କୋଟିପତି, ୪୦ ବର୍ଷ ବୟସ ପରେ ଖାଲି ମିଳେ ସଫଳତା

- Advertisement -

ଧନୀ ହେବା ପାଇଁ ପ୍ରସ୍ତୁତ ହୋଇଯାନ୍ତୁ ଏହି ରାଶି: ଜୁନ୍‌ ୩୦ରେ ମଙ୍ଗଳ ଚଳନ ପରେ ହେବ ବଡ ପରିବର୍ତ୍ତନ, ବଦଳିଯିବ ସବୁକିଛି

ଖାମେନିଙ୍କୁ ଅପମାନିତ କରନ୍ତୁ ନାହିଁ ଟ୍ରମ୍ପ ; ନହେଲେ ନିଜର ଶକ୍ତି ଦେଖାଇବେ – ଇରାନର ବୈଦେଶିକ ମନ୍ତ୍ରୀ

ଦେଖନ୍ତୁ ଭୟଭୀତ କରିବ ଭିଡିଓ; ୮ ବର୍ଷର ଶିଶୁକୁ ଘେରି କାମୁଡିଲେ କୁୁକୁର, ଆଉ ତା’ପରେ..

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories