www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ୧୩,୦୫୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୧୬୪ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩,୦୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୧୬୪ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି । ସେହି ସମୟ ମଧ୍ୟରେ ୧୯,୪୭୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ଏପର୍ଯ୍ୟନ୍ତ ମୋଟ ୩,୩୪,୫୮,୮୦୧ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ସଂପ୍ରତି ୧,୮୩,୧୧୮ ଜଣ କରୋନା ରୋଗୀ ରହିଛନ୍ତି, ଯାହା ୨୨୭ ଦିନ ମଧ୍ୟରେ ସବୁଠାରୁ କମ୍‍ । ସେହିଭଳି ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୪,୫୨,୪୫୪କୁ ବୃଦ୍ଧିପାଇଛି । ସୋମବାର ସଂଧ୍ୟା ସୁଦ୍ଧା ମୋଟ ୯୮,୬୭,୬୯,୪୧୧ ପାନ ଟିକା ଦିଆଯାଇସାରିଛି ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories