www.samajalive.in
Sunday, December 7, 2025
16.1 C
Bhubaneswar

ବାଘୁଆ ମହୁମାଛି ଆକ୍ରମଣରେ ୧୪ ଆହତ

ମୋହନା : ବାଘୁଆ ଅଡବା ଥାନା ଖାରିମେରା ଗାଁ​‌ରେ ମହୁମାଛି ଆତଙ୍କ ଦେଖିବାକୁ ମିଳିଛି। ମହୁମାଛି ଆକ୍ରମଣ​‌ରେ ୧୪ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଗାଁ ପାଖ ଗଛ ମୂଳରେ ଏମାନେ ରୋଷେଇ କରୁଥିବାବେଳେ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ଆହତ ବ୍ୟକ୍ତିଙ୍କ ମଧ୍ୟରେ ୬ଜଣ ମହିଳା ଓ ୮ ଜଣ ପୁରୁଷ ଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ମୋହନା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ସମସ୍ତ ଆହତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣାପଡିଛି।

Hot this week

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବଟ୍ଟ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

Related Articles

Popular Categories