୩ ବର୍ଷରେ ୧୪ ବାଘ ଶିକାର, ୪୧ ହାତୀଙ୍କ ମୃତ୍ୟ

ଭୁବନେଶ୍ୱର: ଜଙ୍ଗଲରେ ମାତିଛନ୍ତି ଶିକାରି, ୩ ବର୍ଷରେ ୧୪ଟି ବାଘ ଶିକାର କରିଛନ୍ତି। ୨ଟି ମହାବଳ ଓ ୧୨ଟି କଲରାପତରିଆ ବାଘ ଶିକାର ହୋଇଛନ୍ତି ବୋଲି ଗୃହରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟରେ ୬ଟି ମହାବଳ ବାଘ ଓ ୬୩ଟି କଲରାପତରିଆ ବାଘ ଛାଲ ଜବତ ହୋଇଛି। କେବଳ ଢ଼େଙ୍କାନାଳ ବନଖଣ୍ଡରେ ୪୧ ହାତୀଙ୍କ ମୃତ୍ୟୁ ହୋଇଛି ବୋଲି ଶ୍ରୀ ଖୁଣ୍ଟିଆ ପ୍ରକାଶ କରିଛନ୍ତି।

Comments are closed.