www.samajalive.in
Sunday, December 7, 2025
23.1 C
Bhubaneswar

ବିଶ୍ୱବିଦ୍ୟାଳୟରେ ଅଧ୍ୟାପକ ମରୁଡି; ମନ୍ତ୍ରୀ ଦେଲେ ତଥ୍ୟ 

ସମାଜ ଡିଜିଟାଲ ଡେସ୍କ: ରାଜ୍ୟର ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ଅଧ୍ୟାପକ ପଦ । ବିଧାନସଭାରେ ଏନେଇ ଆଜି ତଥ୍ୟ ରଖିଛନ୍ତି ଉଚ୍ଚଶକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଶ୍ୱବିଦ୍ୟାଳୟରେ ୧୪୦୪ଅଧ୍ୟାପକ ପଦ ଖାଲିପଡିଛି । ସେଥିମଧ୍ୟରୁ ୨୬୦ ପ୍ରାଧ୍ୟାପକ ପଦ ଖାଲି ପଡିଥିବା ବେଳେ, ୪୫୩ ଆସୋସିଏସ୍‍ ପ୍ରାଧ୍ୟାପକ, ୬୬୯ ସହକାରୀ ପ୍ରାଧ୍ୟାପକ ପଦ ଖାଲିପଡିଛି । ତେବେ ବିଶ୍ୱବିଦ୍ୟାଳୟ ଦୃଷ୍ଟିରୁ ଦେଖିଲେ ସବୁଠୁ ଅଧ୍ୟାପକ ମରୁଡି ଦେଖିବାକୁ ମିଳିଛି ରେଭେନ୍ସା ବିଶ୍ୱବିଦ୍ୟାଳୟରେ । ତା ପଛରେ ରହିଛି ବାଣୀବିହାର ବିଶ୍ୱବିଦ୍ୟାଳୟ ।
ସେହିପରି ୧୭ବିଶ୍ୱବିଦ୍ୟାଳୟରେ ୨୨୮୬ଅଣଶିକ୍ଷକ ପଦ ଖାଲି ପଡିଥିବା ଗୃହରେ ଉତ୍ତର ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ଗୃହରେ ପ୍ରଶ୍ନ କରିଥିଲେ ।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories