www.samajalive.in
Saturday, December 6, 2025
26.1 C
Bhubaneswar

୧୪୪ ଧାରା ଜାରି ସତ୍ତ୍ବେ ରାସ୍ତାରେ ବୁଲି ବୁଲି ଲୋକଙ୍କୁ ସଚେତନ କଲେ ବଲାଙ୍ଗିର ଉପଜିଲାପାଳ

ବଲାଙ୍ଗିର : କରୋନା ଆତଙ୍କ ନେଇ ବଲାଙ୍ଗିର ଜିଲାରେ ୧୪୪ ଧାରା ଜାରି ରହିଥିବା ବେଳେ ଟିଟିଲାଗଡ଼ ସହରରେ ମଙ୍ଗଳବାର ଉପଜିଲ୍ଲାପାଳ ସୁଧାଜର ନାୟକ, ଏସଡିପିଓ ସୁରେନ୍ଦ୍ର ନାରାୟଣ ଶତପଥୀ, ଭାରପ୍ରାପ୍ତ ମାଜିଷ୍ଟ୍ରେଟ କର୍ଣ୍ଣ ମଲ୍ଲିକ, ଥାନା ଆଇଆଇସି ପ୍ରଭାତ ରଞ୍ଜନ ମହାନ୍ତି ତଥା ବିଭିନ୍ନ ବିଭାଗର ପ୍ରମୁଖ ଅଧିକାରୀ ରାସ୍ତାରେ ବୁଲି ଲୋକମାନଙ୍କୁ ସଚେତନ କରିଥିଲେ। ଆଜି ଟିଟିଲାଗଡ଼ ଅଞ୍ଚଳର ଆମେରିକାରୁ ଜଣେ ଲୋକ ଏବଂ ଜର୍ମାନୀରୁ ଫେରିଥିବା ଏକ ଦମ୍ପତି ଟିଟିଲାଗଡ଼ ଉପଖଣ୍ଡ ମୁଖ୍ୟ ଡାକ୍ତରଖାନାରେ ପହଞ୍ଚି ଯାଞ୍ଚ କରିଛନ୍ତି। ଏହା ସହ ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁଜାତାରାଣୀ ମିଶ୍ର ଏବଂ ଉପଜିଲ୍ଲାପାଳଙ୍କ ଉପସ୍ଥିତିରେ ସେମାନେ ନିଜର ବିବରଣୀ ପ୍ରଦାନ କରିଥିଲେ।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories