www.samajalive.in
Monday, December 15, 2025
17.1 C
Bhubaneswar

କେନ୍ଦ୍ରାପଡା ସହରରେ ୧୪୪ ଧାରା ଜାରି

କେନ୍ଦ୍ରାପଡା : କେନ୍ଦ୍ରାପଡା ସ୍ଥିତ ଏକ ସରକାରୀ ଉଚ୍ଚ ବିଦ୍ୟାଳୟ ପଡିଆରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୨ତମ ଜୟନ୍ତୀ ପାଳନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଆୟୋଜନକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଜଣାପଡିଛି। ଯାହାକୁ ନେଇ ପରିସ୍ଥିତି ଉତ୍ତେଜନା ପୁର୍ଣ୍ଣ ରହିଥିଲା। ଏଥିନେଇ ଜିଲା ପ୍ରଶାସନ ତରଫରୁ ୧୪୪ ଧାରା ଲାଗୁ କରାଯାଇଛି। ଘଟଣାସ୍ଥଳରେ ଆରକ୍ଷୀ ଅଧ୍ୟୀକ୍ଷକ ଓ ଉପ ଜିଲାପାଳ ଉପସ୍ଥିତ ରହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories