www.samajalive.in
Friday, December 5, 2025
26.1 C
Bhubaneswar

ଆଜିଠୁ ପୁରୀରେ ଚତୁର୍ଦ୍ଦଶ ନ୍ୟାସନାଲ ଥିଏଟର ମହୋତ୍ସବ

ପୁରୀ: ଆଜିଠୁ ପୁରୀରେ ଆରମ୍ଭ ହେବ ଚତୁର୍ଦ୍ଦଶ ନ୍ୟାସନାଲ ଥିଏଟର ମହୋତ୍ସବ। ଅନ୍ନପୂର୍ଣ୍ଣା ଥିଏଟରରେ ଜାତୀୟସ୍ତରର ନାଟ୍ୟ ଅନୁଷ୍ଠାନ ରଙ୍ଗଶାଳା ପକ୍ଷରୁ ଏହି ମହୋତ୍ସବ ୪ ଦିନ ଧରି ଚାଲିବ। ଏହି ଜାତୀୟ ନାଟକ ମହୋତ୍ସବରେ ରାଜ୍ୟ ଏବଂ ଦେଶର ବହୁ ସୁନାମଧନ୍ୟ କଳାକାର, ଅନୁଷ୍ଠାନ ସାମିଲ ହୋଇ ନାଟକ ପରିବେଷଣ କରିବେ। ଦିନକୁ ଦିନ ନାଟକ ପ୍ରତି ଦର୍ଶକଙ୍କ ବିମୁଖତା ଯୋଗୁଁ ନାଟକ ଏକ ପ୍ରକାର ଅଚଳ ଅବସ୍ଥାକୁ ଆସିଗଲାଣି। ସରକାର ନାଟକ ପରିବେଷଣକୁ ନେଇ ସାହାଯ୍ୟ ସହଯୋଗ ଯୋଗାଇ ଦେଲେ ଓଡ଼ିଶାର କଳା ସଂସ୍କୃତି ବଞ୍ଚି ରହିବା ସହିତ ଅନେକ କଳାକାର ସୃଷ୍ଟି ହୋଇ ପାରିବେ ବୋଲି ରଙ୍ଗଶାଳା ପକ୍ଷରୁ କୁହାଯାଇଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories