www.samajalive.in
Monday, December 15, 2025
26.1 C
Bhubaneswar

ଆପାର୍ଟମେଣ୍ଟ କୋଠା ଭୁଶୁଡ଼ି ୧୫ ମୃତ, ୯ ଆହତ

ସମାଜ ଡିଜିଟାଲ ଡେସ୍କ: ମୁମ୍ବଇର ପୂର୍ବ ବିରାର ଅଞ୍ଚଳରେ ଏକ ଆବାସିକ କୋଠା ଭୁଶୁଡ଼ି ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୯ ଜଣ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ପ୍ରଶାସନର ସୂଚନା ଅନୁସାର, ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ରାମାବାଇ ଆପାର୍ଟମେଣ୍ଟରେ ଘଟିଛି। କୋଠା ଭୁଶୁଡ଼ିବା ସମୟରେ ଆପାର୍ଟମେଣ୍ଟର ୪ର୍ଥ ମହଲାରେ ଏକ ଜନ୍ମଦିନ ଉତ୍ସବ ପାଳନ ହେଉଥିଲା। ଖବରପାଇ ତୁରନ୍ତ ପୁଲିସ, ଅଗ୍ନିଶମ କର୍ମଚାରୀ ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ କରିବା ସହିତ ଆହତମାନଙ୍କୁ ହସ୍ପିଟାଲକୁ ନିଆଯାଇଥିଲା।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories