www.samajalive.in
Monday, December 15, 2025
26.1 C
Bhubaneswar

ବସ୍‌କୁ ପିଟିଲା ଟ୍ରକ୍: ୧୫ ଆହତ

ବଣାଇ: ସୁନ୍ଦରଗଡ ବଣାଇ​‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌କୁ ଏକ ଟ୍ରକ୍ ଧକ୍କା ଦେଇଛି। ଦୁର୍ଘଟଣାରେ ୧୫ଜଣ ଆହତ ହୋଇଥିବା ସୂଚନା ମିଳିଛି। ଟିକାୟତପାଲି ଥାନା ଖମଣ ନିକଟରେ ଏହି ଦୁର୍ଘଟଣା ଘଟିଛି। ଅନୁପମା ନାମକ ଏକ ଘରୋଇ ବସ୍ ଭୁବନେଶ୍ବରରୁ ରାଉରକେଲା ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ରେ ପ୍ରାୟ ୩୦ରୁ ଅଧିକ ଯାତ୍ରୀ ଥିଲେ । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ୍ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories