www.samajalive.in
Monday, December 15, 2025
27.1 C
Bhubaneswar

ରାଜ୍ୟରେ ୧୫ ମାସରେ ୧୫ ଆତ୍ମଦାହ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ବିଭିନ୍ନ କାରଣ ଯୋଗୁ ବିଗତ ୧୫ ମାସରେ ୧୫ ଜଣ ମହିଳା ଓ ଯୁବତୀ ଆତ୍ମଦାହ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ତଥ୍ୟ ଦେଇଛନ୍ତି। ବିଧାୟକ ତୁଷାରକାନ୍ତି ବେହେରା ରାଜ୍ୟରେ କେତେଜଣ ଆତ୍ମଦାହ କରିଛନ୍ତି ବୋଲି ପ୍ରଶ୍ନ କରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ଉତ୍ତର ରଖିଥିଲେ।

ଆତ୍ମଦାହ କରିଥିବା ୧୫ ଜଣଙ୍କ ମଧ୍ୟରୁ କଟକରେ ୩ ଜଣ ଥିବାବେଳେ ବାଲେଶ୍ଵର ଓ ବ୍ରହ୍ମପୁରରେ ୨ ଜଣ ଲେଖାଏ ରହିଛନ୍ତି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories