www.samajalive.in
Wednesday, December 10, 2025
18.1 C
Bhubaneswar

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା ଅଦମ୍ୟ ସାହସ, ତ୍ୟାଗ ଓ ସମର୍ପଣର ପ୍ରତୀକ । ବ୍ରିଟିଶ ଶାସନ ସମୟରେ ସେ ଯେଉଁ ସ୍ୱାଧୀନ ଚେତନା ଓ ସାମାଜିକ ସଂସ୍କାରର ବାର୍ତ୍ତା ଦେଇଥିଲେ, ତାହା ଚିର ସ୍ମରଣୀୟ ହୋଇ ରହିବ । ​ଓଡ଼ିଶାର ଜନଜାତି ସମାଜର ବିକାଶ ଓ ସ୍ୱାଭିମାନ ପାଇଁ ଆମ ସରକାର ସର୍ବଦା ପ୍ରତିବଦ୍ଧ। ଭଗବାନ ବିର୍ସା ମୁଣ୍ଡାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ, ଆମେ ତାଙ୍କର ସ୍ୱପ୍ନର ସମାଜ ଗଠନ ପାଇଁ କାର୍ଯ୍ୟ କରୁଛୁ, ଯେଉଁଠାରେ ପ୍ରତ୍ୟେକ ଜନଜାତି ଭାଇଭଉଣୀ ସେମାନଙ୍କର ଅଧିକାର,ସଂସ୍କୃତି ଓ ପରମ୍ପରାକୁ ନେଇ ଗର୍ବର ସହ ବଞ୍ଚିପାରିବେ ।

- Advertisement -

 

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories