www.samajalive.in
Sunday, December 7, 2025
23.1 C
Bhubaneswar

ଗାନ୍ଧୀଜୀଙ୍କ ୧୫୦ତମ ଜନ୍ମବାର୍ଷିକୀ ତଥା ସ୍ୱଚ୍ଛ ଭାରତ ଅଭିଯାନର ୪ର୍ଥ ବର୍ଷ ପୂର୍ତ୍ତିରେ ପାଳିତ ହେବ “ସ୍ୱଚ୍ଛତା ହି ସେବା’ଅଭିଯାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨ ତଥା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମ ଜୟନ୍ତ୍ରୀ ପାଳନ ଅବସରରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି। ଠିକ୍‍ ୪ବର୍ଷ ପୂର୍ବେ ଉକ୍ତ ଦିନରେ ଦେଶରେ ସ୍ୱଚ୍ଛ ଭାରତ ଅଭିଯାନର ଆରମ୍ଭ ହୋଇଥିଲା। ଦେଶର କୋଟିକୋଟି ନାଗରିକ ଏହି ଅଭିଯାନରେ ନିଜକୁ ସାମିଲ କରିଥିଲେ। ଏହି ପରମ୍ପରା କ୍ରମଶଃ ଦେଶର କୋଣ ଅନୂକୋଣରେ ଦୃଶ୍ୟମାନ ହୋଇଥିଲା। ଅଭିଯାନରେ ପ୍ରଧାନମନ୍ତ୍ରୀଙ୍କ ସହ ଯୋଡ଼ି ରହି ସ୍ୱଚ୍ଛ ଭାରତ ଅଭିଯାନକୁ ସଫଳ କରିଥିବା ପ୍ରତିଟି ଭାରତୀୟ ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ସାଧୁବାଦ ଜଣାଇବା ସହ ବାପୁଜୀଙ୍କ ଜନ୍ମ ଜୟନ୍ତ୍ରୀକୁ ସେପ୍ଟେମ୍ବର ୧୫ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ପାଳନ କରିବାକୁ ଆହ୍ୱାନ କରିଛନ୍ତି। ଏହି ସମୟସୀମାକୁ “ସ୍ୱଚ୍ଛତା ହିଁ ସେବା’ ନାମରେ ପ୍ରଧାନମନ୍ତ୍ରୀ ନାମିତ କରିଛନ୍ତି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories