www.samajalive.in
Monday, December 15, 2025
15.1 C
Bhubaneswar

ଆରମ୍ଭ ହେଲା ୧୬ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ

ଡେସ୍କ: ଆଦିବାସୀ ଯୁବପିଢିଙ୍କୁ ଭାରତର ମହାନ ସାଂସ୍କୃତିକ ଐତିହ୍ୟ ସଂପର୍କରେ ସଚେତନ କରିବା ଉଦ୍ଦେଶ୍ୟରେ ଆଜିଠାରୁ ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟଓ ନେହେରୁ ଯୁବ କେନ୍ଦ୍ର ସଂଗଠନ ଓଡ଼ିଶା ପକ୍ଷରୁ ୧୬ତମ ଆଦିବାସୀ ଯୁବ ବିନିମୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚଳିତ ମାସ ୩୧ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଆଜି ସିଆରପିଏଫ୍ ଜିସି, ଭୁବନେଶ୍ୱରର ଡିଆଇଜିପି ଭାରତ ଭୂଷଣ ସେଠୀ ମୁଖ୍ୟ ଅତିଥି ଭାବେ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମରେ ଏନଓ୍ବାଇକେଏସ ଓଡ଼ିଶା ଓ ଏନଓ୍ବାଇକେ, ଖୋର୍ଦ୍ଧା ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୨୦୦ ଆଦିବାସୀ ଯୁବକଙ୍କୁ ୭ ଦିନ ପାଇଁ ଆତିଥେୟତା ପ୍ରଦାନ କରିବେ। ଏହାଛଡ଼ା ସେମାନେ ୨ ଦିନ ଧରି ବିଭିନ୍ନ ସ୍ଥାନକୁ ଗସ୍ତ କରିବେ। ପ୍ରଥମ ଦିନରେ ସେମାନେ ସ୍ଥାନୀୟ ଅଂଚଳରେ ବୁଲିବେ ଓ ଦ୍ବିତୀୟ ଦିନରେ ସେମାନେ ରାଜଭବନ ଯିବେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories