ଡେସ୍କ: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଲାଓସରେ ଅସୁରକ୍ଷିତ ଭାବେ କାର୍ଯ୍ୟ କରୁଥିବା ୧୭ ଜଣ ଭାରତୀୟ ଶ୍ରମିକ ଘରକୁ ଫେରୁଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଡ. ଜୟଶଙ୍କର ଲାଓସରେ ଥିବା ଭାରତୀୟ ଦୂତାବାସକୁ ପ୍ରଶଂସା କରିବା ସହ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ପାଇଁ ଲାଓସ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମହାକାଶରେ ମହାଜାଗତିକ ଘଟଣା, ଏପ୍ରିଲ୍ ୮ରେ ହେବ ପୂର୍ଣ୍ଣ ସୂର୍ଯ୍ୟପରାଗ



