www.samajalive.in
Friday, December 5, 2025
17.1 C
Bhubaneswar

ଗନ୍ଧମାର୍ଦ୍ଦନରେ ପର୍ଯ୍ୟଟକ ଫସିବା ମାମଲା: ଉଦ୍ଧାର ହେଲେ ୧୭ ଛତିଶଗଡି ପର୍ଯ୍ୟଟକ

ପଦ୍ମପୁର : ଗନ୍ଧମାର୍ଦ୍ଧନ ପାହାଡ ଉପରେ ଫସିଥିବା ୧୭ ଜଣ ଛତିଶଗଡି ପର୍ଯ୍ୟଟକ ଉଦ୍ଧାର ହୋଇଛନ୍ତି। ପ୍ରବଳ ବର୍ଷା ଯୋଗୁଁ ପାହାଡ ଉପରେ ଛତିଶଗଡର ପ୍ରାୟ ୧୭ ପର୍ଯ୍ୟଟକ ଫସି ରହିଥିଲେ। ନୃସିଂହନାଥଠାରୁ ୫ କିମି ଦୂର କପିଳଧାରା ଜଳପ୍ରପାତ ନିକଟରେ ଏହି ପର୍ଯ୍ୟଟକମାନେ ଫସି ଯାଇଥିଲେ। ସ୍ଥାନୀୟ ପ୍ରଶାସନ ଏ ସମ୍ପର୍କରେ ସୂଚନା ପାଇବା ପରେ ପର୍ଯ୍ୟଟକମାନଙ୍କୁ ଉଦ୍ଧାର କରିବା ଲାଗି ଉଦ୍ୟମ ଆରମ୍ଭ କରିଥିଲା । କିନ୍ତୁ ପ୍ରବଳ ବର୍ଷା ଯୋଗୁଁ ଉଦ୍ଧାରକାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା। ପର୍ଯ୍ୟଟକମାନେ କୌଣସି ବାଟ ନ ପାଇ ଅସ୍ଥାୟୀ ଟେଣ୍ଟ ପକାଇ ବର୍ଷାରେ ଆଶ୍ରୟ ନେଇଥିଲେ। ଦୀର୍ଘ ଘଣ୍ଟାର ଉଦ୍ୟମ ପରେ ୧୭ ଜଣ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories