ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଲଢ଼ିବେ ୧୭୧୭
ଡେସ୍କ: ଲୋକସଭା ନିର୍ବାଚନ ୨୦୨୪ର ଚତୁର୍ଥ ପର୍ଯ୍ୟାୟରେ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୧ ହଜାର ୭୧୭ ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ। ୨୦୨୪ ଲୋକସଭା ନିର୍ବାଚନ ପାଇଁ ଚତୁର୍ଥ ପର୍ଯ୍ୟାୟରେ ମତଦାନ ହେଉଥିବା ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମୋଟ ୪ ହଜାର ୨୬୪ଟି ନାମାଙ୍କନ ପତ୍ର ଦାଖଲ କରାଯାଇଥିଲା।ଦାଖଲ ହୋଇଥିବା ସମସ୍ତ ନାମାଙ୍କନପତ୍ର ଯାଞ୍ଚ ପରେ ୧ ହଜାର ୯୭୦ଟି ନାମାଙ୍କନ ବୈଧ ରହିଥିଲା। ଓଡ଼ିଶାର … Continue reading ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଲଢ଼ିବେ ୧୭୧୭
Copy and paste this URL into your WordPress site to embed
Copy and paste this code into your site to embed