www.samajalive.in
Wednesday, December 10, 2025
18.1 C
Bhubaneswar

୧୮ ଟନ ତମାଖୁପତ୍ର ଜବତ

ଭୁବନେଶ୍ୱର: ୧୮ ଟନ ତମାଖୁପତ୍ର ବୋଝେଇ ଟ୍ରକ ଜବତ ହୋଇଥିବା ସୂଚନା ମିଳିଛି। ଆଇଟି ବିଭାଗ ପକ୍ଷରୁ ଜାତୀୟ ରାଜପଥ ୧୬ରେ ଚୋରା ଚାଲାଣବେଳେ ୧୮ ଟନ ତମାଖୁପତ୍ର ବୋଝେଇ ଟ୍ରକ ଜବତ କରାଯାଇଛି। ବିନା ଜିଏସଟି ଏବଂ ଡକ୍ୟୁମେଣ୍ଟରେ ଆନ୍ଧ୍ରପ୍ରଦେଶରୁ ବିହାରକୁ ୧୮ ଟନ ତମାଖୁପତ୍ର ଚାଲାଣ ହେଉଥିଲା। ୧୮ ଟନ ତମାଖୁପତ୍ରର ମୂଲ୍ୟ ୨୫ଲକ୍ଷ ଟଙ୍କା ହେବ ବୋଲି ଆଇଟି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

Related Articles

Popular Categories