www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟରେ ୧୮୬ ନୂଆ ଆକ୍ରାନ୍ତ ଚିହ୍ନଟ; ସୁସ୍ଥ ହେଲେ ୨୫୮

ଭୁବନେଶ୍ୱର: ରାଜ୍ୟରେ ୧୮୬ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦିନକ ମଧ୍ୟରେ ୨୫୮ ଜଣ ସୁସ୍ଥ ହୋଇଛନ୍ତି। ୧୮ ବର୍ଷରୁ କମ୍‍ ବୟସର ୩୯ ଜଣ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୧୦୯ ଏବଂ ସ୍ଥାନୀୟ ସଂକ୍ରମିତ ୭୭ ଜଣ ଚିହ୍ନଟ ହୋଇଥିବା ଜଣାଯାଇଛି। ରାଜ୍ୟର ଅନୁଗୁଳ ଜିଲାରୁ ୩, ବାଲେଶ୍ୱର ୧, ବରଗଡ ୧, ଭଦ୍ରକ ୩, କଟକ ୧୮, ଦେବଗଡ ୫ ଓ ଗଜପତିରୁ ୨ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମ ୧, ଜଗତସିଂହପୁର ୩, ଯାଜପୁର ୨, ଝାରସୁଗୁଡା ୨, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୯୪, ମୟୁରଭଞ୍ଜ ୫, ନୟାଗଡ ୨, ପୁରୀ ୨, ରାୟଗଡା ୩, ସମ୍ବଲପୁର ୮, ସୁନ୍ଦରଗଡ ୭ ଓ ଷ୍ଟେଟପୁଲରୁ ୨୩ ଜଣଙ୍କୁ ଚିହ୍ନଟ କରାଯାଇଛି। ରାଜ୍ୟରେ କରୋନାରୁ ଏପର୍ଯ୍ୟନ୍ତ ମୋଟ ୧୦୪୨୭୦୧ ଜଣ ସୁସ୍ଥ ହୋଇସାରିଲେଣି। ସଂପ୍ରତି ୧୮୨୧ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories