www.samajalive.in
Tuesday, December 9, 2025
15.1 C
Bhubaneswar

ରାଜ୍ୟରେ ଖସୁଛି ସଂକ୍ରମଣ; ଦିନକରେ ୧୮୬୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୦୮୨ ଏବଂ ସ୍ଥାନୀୟ ସଂକ୍ରମିତ ୭୮୨ ରହିଥିବା ଜଣାଯାଇଛି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନଗୁଳ ଜିଲାରୁ ୬୯, ବାଲେଶ୍ୱର ୧୧୪, ବରଗଡ ୨୪, ଭଦକ୍ର ୬୫ ଓ ବଲାଙ୍ଗିରୁ ୫ ଚିହ୍ନଟ ହୋଇଛନ୍ତି ।

ସେହିଭଳି ବଉଦରୁ ୩, କଟକ ୨୨୧, ଦେବଗଡ ୬, ଢେଙ୍କାନାଳ ୮୪, ଗଜପତି ୩, ଗଞ୍ଜାମ ୧୨, ଜଗତସିଂହପୁର ୮୯, ଯାଜପୁର ୧୦୭, ଝାରସୁଗୁଡା ୮, କଳାହାଣ୍ଡି ୭ ଏବଂ କନ୍ଧମାଳରୁ ୧୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ କେନ୍ଦ୍ରାପଡାରୁ ୫୯, କେନ୍ଦ୍‍ୁଝର ୪୪, ଖୋର୍ଦ୍ଧାରୁ ସର୍ବାଧିକ ୪୯୬, କୋରାପୁଟ ୭ ଏବଂ ମାଲକାନଗିରିରୁ ୧୨ ଚିହ୍ନଟ ହୋଇଛନ୍ତି । ମୟୁରଭଞ୍ଜରୁ ୫୭, ନବରଙ୍ଗପୁର ୨ ନୟାଗଡ ୬୬, ନୂଆପଡା ୯ ଏବଂ ପୁରୀ ଜିଲାରୁ ୫୯ ଜଣଙ୍କୁ ଚିହ୍ନଟ କରାଯାଇଛି ।

- Advertisement -

ଅନୁରୂପ ଭାବରେ ରାୟଗଡା ଜିଲାରୁ ୨୪, ସମ୍ବଲପୁର ୩୪, ସୋନପୁର ୬, ସୁନ୍ଦରଗଡ ୫୬ ଏବଂ ଷ୍ଟେଟପୁଲରୁ ୧୦୦ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ୨୦୪୪ ଆକ୍ରାନ୍ତ ଦିନକରେ ସୁସ୍ଥ ହୋଇଛନ୍ତି । ଏଥିସହିତ ରାଜ୍ୟରେ ମୋଟ ୯୪୧୨୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି ଏବଂ ସଂପ୍ରତି ୧୯୦୧୩ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories