www.samajalive.in
Friday, December 5, 2025
20.1 C
Bhubaneswar

ଗୁରୁବାର ଦିନ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ପ୍ରବେଶ କଟକଣା

ସମାଜ ଡିଜିଟାଲ ଡେସ୍କ: ଜୁଲାଇ ୧୮ ତାରିଖ ଅଥାତ ଗୁରୁବାର ଦିନ ପୁଣି ଥରେ ରତ୍ନଭଣ୍ଡାର ଖୋଲାଯିବ । ଏଥିପାଇଁ ଭକ୍ତମାନେ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ରହିବ ବୋଲି ମୁଖ୍ୟ ପ୍ରଶାସକ ଓ ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ ରଥ ସୂଚନା ଦେଇଛନ୍ତି । ଭିତର ରତ୍ନଭଣ୍ଡାର ଖୋଲିବା ପାଇଁ ଶୁଭ ମୁହୂର୍ତ୍ତ ସକାଳ ୯ଟା ୫୧ମିନିଟରୁ ୧୨ଟା ୧୫ମିନିଟ ରହିଛି । ରତ୍ନଭଣ୍ଡାର ଖୋଲିବା ପାଇଁ ସକାଳ ୯ଟା ପରେ କମିଟି ସଦସ୍ୟ ଶ୍ରୀମନ୍ଦିରକୁ ପ୍ରବେଶ କରିବେ । ହେଲେ ତାହା ପୂର୍ବରୁ ସକାଳ ୮ଟା ବେଳକୁ ଭକ୍ତମାନେ ମନ୍ଦିର ପ୍ରବେଶ ନେଇ କଟକଣା କରାଯିବ । ସମସ୍ତ ଭକ୍ତମାନେ ସେହି ସମୟରେ ସହଯୋଗ କରିବାକୁ ନିବେଦନ କରିଛନ୍ତି ଜଷ୍ଟିସ ରଥ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories