www.samajalive.in
Sunday, December 7, 2025
26.1 C
Bhubaneswar

ଦେଖନ୍ତୁ ଭିଡିଓ: କିପରି ବିମାନ ସହ ମଝି ଆକାଶରେ ଧକ୍କା ହେଲା ହେଲିକପ୍ଟର, ନଦୀରୁ ମିଳିଲା ୧୯ ମୃତଦେହ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ୱାଶିଂଟନ ଡିସିରେ ଘଟିଥିବା ବିମାନ ଓ ହେଲିକପ୍ଟର ଦୁର୍ଘଟଣାରେ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ଯାତ୍ରୀବାହୀ ବିମାନଟି ଅବତରଣ କରିବାକୁ ଯାଉଥିବାବେଳେ ଆମେରିକା ସେନାର ବ୍ଲାକହକ୍ ହେଲିକପ୍ଟର ପଛରୁ ତାହାକୁ ଧକ୍କା ଦେଇଥିଲା।

ଦୁର୍ଘଟଣା ପରେ ଉଭୟ ହେଲିକପ୍ଟର ଏବଂ ବିମାନ ପୋଟୋମାକ୍‌ ନଦୀକୁ ଖସି ପଡ଼ିଥିଲା। ନଦୀରୁ ୧୯ ମୃତଦେହ ଉଦ୍ଧାର କରାଯାଇଛି। ବୁଧବାର ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ଗୁରୁବାର ସକାଳ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବିମାନରେ ୬୪ ଯାତ୍ରୀ ଥିବାବେଳେ ସେନା ହେଲିକପ୍ଟରରେ ୩ ଜଣ ଥିଲେ।

- Advertisement -

ତେବେ ଏହି ଘଟଣା ସମୟର ଏକ ଭିଡିଓ ଏବେ ସାମାଜିକ ଗଣମାଧ୍ୟରେ ପ୍ରଘଟ ହେବାରେ ଲାଗିଛି। କିପରି ଏହି ଦୁର୍ଘଟଣା ଘଟିଲା ତାହା ଭିଡିଓରେ ସ୍ପଷ୍ଟ ଜଣାପଡ଼ୁଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories