www.samajalive.in
Sunday, December 14, 2025
23.1 C
Bhubaneswar

କଟିଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଟିକେଟ୍‌- ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ୬୨ ଜଣ ପ୍ରାର୍ଥୀଙ୍କ ତାଲିକା ଜାରି କଲା ବିଜେପି

ଭୁବନେଶ୍ୱର -ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ୬୨ ଜଣ ପ୍ରାର୍ଥୀଙ୍କ ତାଲିକା   ବିଜେପି ଜାରି କରିଛି ।

ବିଜେପି   ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କୁ ସିରାଜରୁ ପ୍ରାର୍ଥୀ କରିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରେମ କୁମାର ଧୂମଲଙ୍କୁ ଟିକେଟ ଦେଇ ନାହିଁ । ସତପାଲ ସିଙ୍କୁ ଉନ୍ନା ଆସନ ଅନୀଲ ଶର୍ମାଙ୍କୁ ମଣ୍ଡି ବିଧାନସଭା ଆସନରୁ ପ୍ରାର୍ଥୀ କରିଛି ।

- Advertisement -

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିବା ପରି ଘଟଣା ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରେମ କୁମାର ଧୂମଲଙ୍କୁ ବିଜେପି ଟିକେଟ ଦେଇ ନାହିଁ । ସେ ସୁଜାନପୁର କିମ୍ବା ହମିରପୁରରୁ ପ୍ରାର୍ଥୀ ହେବେ ବୋଲି ଆଶା କରାଯାଉଥିଲା ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories