www.samajalive.in
Sunday, December 7, 2025
14.1 C
Bhubaneswar

ତୁର୍କୀ ଓ ଜାପାନରେ ଭୂମିକମ୍ପ

ନୂଆଦିଲ୍ଲୀ: ତୁର୍କୀ ଏବଂ ଜାପାନରେ ଭୂମିକମ୍ପ ଅନୁଭୂତ ହୋଇଥିବା ସୂଚନା ଦେଇଛି ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର । ପୂର୍ବ ତୁର୍କୀରେ ରିକ୍ଟର ସ୍କେଲରେ ତୀବ୍ରତା ୫.୨  ଏବଂ ଜାପାନରେ ରିକ୍ଟର ସ୍କେଲରେ ତୀବ୍ରତା ୬.୦ ରେକର୍ଡ଼ କରାଯାଇଥିବା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ ସାଇନ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନା ଅନୁସାରେ, ତୁର୍କୀ  ଭୂକମ୍ପରେ ଅନେକ ଅଟ୍ଟାଳିକା ନଷ୍ଟ ହୋଇଯାଇଛି ଏବଂ ୨୩ ଜଣ ଆହତ ହୋଇଥିବା ଜଣାପଡ଼ିଛି।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories