www.samajalive.in
Wednesday, December 10, 2025
26.1 C
Bhubaneswar

ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ହ୍ରାସ

ଭୁବନେଶ୍ୱର- ଦେଶରେ ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ହ୍ରାସ ପାଇଛି । ମାତ୍ର ଘରୋଇ ରନ୍ଧନ ଗ୍ୟାସ ସିଲିଣ୍ଡର ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ । ବ୍ୟବସାୟିକ ୧୯ କେଜି ସିଲିଣ୍ଡର ମୂଲ୍ୟ ହ୍ରାସ କରାଯାଇଛି।

ଦିଲ୍ଲୀରେ ଏହାର ମୂଲ୍ୟ ୨୫.୫୦ ଟଙ୍କା, କୋଲକାତାରେ ୩୬.୫୦ ଟଙ୍କା, ମୁମ୍ବଇରେ ୩୨.୫୦ ଏବଂ ଚେନ୍ନଇରେ ୩୫.୫୦ ଟଙ୍କା ହ୍ରାସ ପାଇଛି ।ଏବେ ଦିଲ୍ଲୀରେ ବ୍ୟାବସାୟିକ ୧୯ କିଲୋ ‘ଏଲ୍‌ପିଜି’ ସିଲିଣ୍ଡର୍‌ ଦର ଟ. ୧,୮୫୯, କୋଲ୍‌କାତାରେ ଟ. ୧,୯୫୯, ମୁମ୍ବାଇରେ ଟ. ୧,୮୧୧.୫୦ ରହିଛି ।

- Advertisement -

ଗତମାସରେ ବ୍ୟବସାୟିକ ଏଲ୍‌ପିଜି ସିଲିଣ୍ଡର ମୂଲ୍ୟ ହ୍ରାସ ପାଇଥିଲା ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories