ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ – ଭୋଟରଙ୍କ ଉତ୍ସାହ ଦେଖିବା ଭଳି

ଡେସ୍କ: ବିଶ୍ୱର ସର୍ବବୃହତ ଗଣତନ୍ତ୍ରରେ ଆଜି ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଉତ୍ତର-ପୂର୍ବରାଜ୍ୟ ଅରୁଣାଚଳ ପ୍ରଦେଶ ଏବଂ ସିକ୍କିମର ୧୦୨ଟି ସଂସଦୀୟ ନିର୍ବାଚନ ମଣ୍ଡଳୀ ଏବଂ ୯୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଜି ମତଦାନ ହେଉଛି। ଅପରାହ୍ନ ୧ଟା ସୁଦ୍ଧା ଅନେକ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ଯଥେଷ୍ଟ ମତଦାନ ହୋଇଥିବା ଜଣାପଡିଛି। ପ୍ରଥମ ପର୍ଯ୍ୟାୟରେ ସମସ୍ତ ୨୧ଟି ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ମତଦାନ ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳାର ସହ ଚାଲିଛି। ଆଜି ସକାଳ ୭ଟାରେ ୧୦୨ଟି ଲୋକସଭା … Continue reading ସାଧାରଣ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ – ଭୋଟରଙ୍କ ଉତ୍ସାହ ଦେଖିବା ଭଳି