www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରସ୍ତୁତି ଚୂଡାନ୍ତ, ମେ’ ୧୩ ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

ଡେସ୍କ: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏଥିରେ ଓଡ଼ିଶାର ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଚାଲି ମେ’ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

ଓଜନ କମାଇବ ଅଁଳା

- Advertisement -

ସେ କହିଛନ୍ତି, ଏହି ପର୍ଯ୍ୟାୟରେ ୬୨ ଲକ୍ଷ ୮୭ ହଜାର ୨୨୨ ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ। ସେମାନଙ୍କ ମଧ୍ୟରେ ୩୦,୯୭,୫୨୭ ପୁରୁଷ, ୩୧,୮୯,୦୬୦ ମହିଳା ଓ ୬୩୫ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ମତଦାତା ଲିଙ୍ଗ ଅନୁପାତ ୧୦୩୦ ରହିଛି। ପୁରୁଷ ଭୋଟରଙ୍କ ଅପେକ୍ଷା ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ଏମାନଙ୍କ ମଧ୍ୟରେ ୧,୭୫,୧୩୪ ଜଣ ୧୮-୧୯ ବର୍ଷ ବୟସର ପ୍ରଥମ ଥର ମତଦାତା ଓ ୨୦-୨୯ ବର୍ଷ ବୟସର ୧୪,୬୮,୫୦୪ ଜଣ ଯୁବ ମତଦାତା ରହିଛନ୍ତି । ଏହି ପର୍ଯ୍ୟାୟରେ ମୋଟ ୭୨୮୯ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories