ପ୍ରସ୍ତୁତି ଚୂଡାନ୍ତ, ମେ’ ୧୩ ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ
ଡେସ୍କ: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଏଥିରେ ଓଡ଼ିଶାର ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା କ୍ଷେତ୍ର ପାଇଁ ଚାଲି ମେ’ ୧୩ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ଓଜନ କମାଇବ ଅଁଳା ସେ କହିଛନ୍ତି, ଏହି … Continue reading ପ୍ରସ୍ତୁତି ଚୂଡାନ୍ତ, ମେ’ ୧୩ ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ
Copy and paste this URL into your WordPress site to embed
Copy and paste this code into your site to embed