www.samajalive.in
Saturday, December 6, 2025
26.1 C
Bhubaneswar

ଜୁଲାଇ ୩୦ ତାରିଖରେ ହେବ ବାତିଲ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ସନ୍‌ ଆକାଉଣ୍ଟାଟ ପରୀକ୍ଷା

ଭୁବନେଶ୍ୱର – ପ୍ରଶ୍ନପତ୍ରରେ ତ୍ରୁଟି ଯୋଗୁଁ ବାତିଲ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ ପକ୍ଷରୁ କରାଯାଇଥିବା ଆକାଉଣ୍ଟାଟ ପରୀକ୍ଷା ପୁନର୍ବାର କରାଯିବ । ଜୁଲାଇ ୩୦ ତାରିଖରେ ଏହି ପରୀକ୍ଷା ପୁଣି ଅନୁଷ୍ଠିତ ହେବା ବୋଲି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଗତ ମାସ ୨୩ ତାରିଖରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ୬୫ଟି ପଦବୀ ପାଇଁ ପରୀକ୍ଷା କରାଯାଇଥିଲା । ଓଡ଼ିଆ ଭାଷାରେ ଥିବା ପ୍ରଶ୍ନପତ୍ରେ ଅନେକ ତ୍ରୁଟି ଯୋଗୁଁ ପରୀକ୍ଷାର୍ଥୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥିଲେ । ୫୦ ହଜାର ଛାତ୍ର ଛାତ୍ରୀ ଏହି ପରୀକ୍ଷା ଦେଇଥିଲେ ।

ପୁଣି ଓଏମ୍‌ଆର୍‌ରେ ଏହି ପରୀକ୍ଷା ଗୋଟିଏ ସିଟଂରେ କରାଯିବ । ସମସ୍ତ ଜିଲ୍ଲାର ମୁଖ୍ୟାଳୟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories