www.samajalive.in
Friday, December 12, 2025
26.1 C
Bhubaneswar

ଦାଦାଙ୍କ ବିରାଟ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ : ୱେଷ୍ଟଇଣ୍ଡିଜର ନର୍ଥ ସାଉଣ୍ଡରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ବିପୁଳ ବିଜୟ ସହ ଭାରତ ବିଶ୍ବ ଟେଷ୍ଟ ଚମ୍ପିଆନ୍ସିପ୍ରେ ତା’ର ଅଭିଯାନ ଆରମ୍ଭ କରିଛି। ଅଜିଙ୍କ୍ୟ ରାହାଣେଙ୍କ ଶତକ ପରେ ଯଶପ୍ରୀତ ବୁମ୍ରାଙ୍କ ଘାତକ ବୋଲିଂ ବଳରେ ଭାରତ ୩୧୮ ରନ୍ରେ ଘରୋଇ ୱେଷ୍ଟଇଣ୍ଡିଜ୍କୁ ପରାସ୍ତ କରିଛି। ଏହି ମ୍ୟାଚ୍ ଜିତି ବିଶ୍ବ ଟେଷ୍ଟ ଚମ୍ପିଆନ୍ସିପ୍ରେ ଭାରତ ୬୦ ପଏଣ୍ଟ ପାଇଛି।
କୋହଲିଙ୍କ ଅଧିନାୟକତ୍ବରେ ବିଦେଶ ମାଟିରେ ଏହା ଭାରତର ୧୨ତମ ଟେଷ୍ଟ ବିଜୟ। ଏହି ବିଜୟ ସହିତ କୋହଲି ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି(ଦାଦା)ଙ୍କ ରେକର୍ଡ ଅତିକ୍ରମ କରିଛନ୍ତି । ଗାଙ୍ଗୁଲିଙ୍କ ଅଧିନାୟକତ୍ୱରେ ଭାରତ ବିଦେଶ ମାଟିରେ ୨୮ରୁ ୧୧ଟି ଟେଷ୍ଟ ମ୍ୟାଚ ଜିତିଥିଲା କିନ୍ତୁ କୋହଲି ବିଦେଶ ମାଟିରେ ୨୬ଟି ମ୍ୟାଚ ଖେଲି ୧୨ଟି ଜିତିଛନ୍ତି ।
ଆସନ୍ତା ୩୦ରୁ ଉଭୟ ଦଳଙ୍କ ମଧ୍ୟରେ ୨ୟ ତଥା ଅନ୍ତିମ ଟେଷ୍ଟମ୍ୟାଚ୍ ଆରମ୍ଭହେବ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories