www.samajalive.in
Monday, December 8, 2025
14.1 C
Bhubaneswar

ଆଜି ଠାରୁ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଆରମ୍ଭ

ଭୁବନେଶ୍ୱର : ଆଜି ଠାରୁ ଯୁକ୍ତ ଦୁଇ କଳା ବିଭାଗର ପରୀକ୍ଷା ଆରମ୍ଭ ହେବ। ମାତୃଭାଷା ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଗୁରୁବାର ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀ ମାତୃଭାଷା ବିଷୟରେ ପରୀକ୍ଷା ଦେଇଥିଲେ। ମାଟ୍ରିକ ପରୀକ୍ଷାରରେ ହୋଇଥିବା ବିଭ୍ରାଟ ଯେପରି ଯୁକ୍ତ ଦୁଇ ପରୀକ୍ଷାରେ ଏହାର ପୁନାରାବୃତ୍ତି ନ ହୁଏ ସେଥିପାଇଁ କର୍ତ୍ତୁପକ୍ଷ ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି। ପରୀକ୍ଷା କେନ୍ଦ୍ରମାନଙ୍କରେ ସିସିଟିଭି ଲଗାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories