www.samajalive.in
Saturday, December 6, 2025
16.1 C
Bhubaneswar

ଯୁକ୍ତ ଦୁଇ ପାଇଁ ସେପ୍ଟେମ୍ୱର ୧୦ରୁ ୨୭ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ୍‌ମିଶନ ପ୍ରକ୍ରିୟା

ଭୁବନେଶ୍ୱର : ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା କିଛି ଛାତ୍ରଛାତ୍ରୀ ପ୍ରଥମ ପର୍ଯ୍ୟାୟ ଇ-ଆଡ୍‌ମିଶନରେ ଭାଗ ନେଇପାରିନଥିବା ସରକାରଙ୍କ ଦୃଷ୍ଟିକୁ ଆସିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ସେମାନଙ୍କୁ ଉଚ୍ଚଶିକ୍ଷା ପ୍ରଦାନ ନିମନ୍ତେ ସୁଯୋଗ ଦେବା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଇ-ଆଡ୍‌ମିଶନ ପ୍ରକ୍ରିୟାରେ ନାମ ଲେଖାଇବା ପାଇଁ ଅନ୍ୟ ଏକ ସୁଯୋଗ ପ୍ରଦାନ କରିଛନ୍ତି।

ସଂପୃକ୍ତ ଛାତ୍ରଛାତ୍ରୀମାନେ ଚଳିତ ସେପ୍ଟେମ୍ବର ୧୦ରୁ ୨୭ ତାରିଖ ମଧ୍ୟରେ ପୁନର୍ବାର ଆବେଦନ କରିପାରିବେ। ଇଚ୍ଛୁକ ଛାତ୍ରଛାତ୍ରୀ ତଥା ଅଭିଭାବକମାନେ www.samsodisha.gov.in ରେ ଲଗ୍‌ଇନ୍‌ କରି ସଂପୂର୍ଣ୍ଣ ବିବରଣୀ ଜାଣିପାରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂତ୍ରରୁ ପ୍ରକାଶ।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories