www.samajalive.in
Thursday, December 11, 2025
15.1 C
Bhubaneswar

ଫେବୃଆରୀ ୧୪ରୁ +୨ ପରୀକ୍ଷା, ଏପ୍ରିଲରେ ଫଳ

ଡେସ୍କ: ଆସନ୍ତା ବର୍ଷ ହେବାକୁ ଥିବା +୨ ଦ୍ଵିତୀୟ ବର୍ଷ ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତାରିଖ ଘୋଷଣା କରିଛି। ପ୍ରକାଶିତ ଏକାଡେ଼ମିକ କ୍ୟାଲେଣ୍ଡର ଅନୁଯାୟୀ, ୨୦୨୪ ଫେବୃଆରୀ ୧୪ରୁ ମାର୍ଚ୍ଚ ୧୩ ଯାଏଁ +୨ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ ଓ ଏପ୍ରିଲ ଶେଷ ସପ୍ତାହରୁ ମେ’ ପ୍ରଥମ ସପ୍ତାହ ମଧ୍ୟରେ ଫଳ ପ୍ରକାଶ ପାଇବ।

ବିସ୍ତୃତ ସୂଚନା ଅନୁଯାୟୀ, ସେପ୍ଟେମ୍ବର ୧୫ରୁ ୩୦ ମଧ୍ୟରେ ଏକ୍ସ ରେଗୁଲାର ଓ ନଭେମ୍ବର ୧୦ରୁ ୨୫ ମଧ୍ୟରେ ରେଗୁଲାର ଛାତ୍ରଛାତ୍ରୀ ଅନଲାଇନ ଜରିଆରେ ଫର୍ମ ପୂରଣ କରିବେ। ଏହି ପରୀକ୍ଷା ପାଇଁ ଡିସେମ୍ବର ୨୫ ସୁଦ୍ଧା ଆଡମିଟ କାର୍ଡ ପ୍ରଦାନ କରାଯିବ। ଆସନ୍ତା ବର୍ଷ ଜାନୁଆରୀ ପ୍ରଥମ ସପ୍ତାହରେ ପ୍ରାକ୍ଟିକାଲ ପରୀକ୍ଷା ଅନୁଷ୍ଠିତ ହେବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories