www.samajalive.in
Monday, December 15, 2025
14.1 C
Bhubaneswar

ଗଞ୍ଜେଇ ଜବତ ; ସ୍ୱାମୀ – ସ୍ତ୍ରୀ ଗିରଫ

ବୌଦ୍ଧ : ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଅନ୍ତର୍ଗତ ଏନ ଏଚ ୫୭ର ବହିରା ହାଇସ୍କୁଲ ଛକରୁ ବାଉଁଶୁଣି ପୁଲିସ ୮ କେଜି ୨୦୦ ଗ୍ରାମ ଗଞ୍ଜେଇ ଗୁରୁବାର ରାତିରେ ଜବତ କରିଛି। ପୁଲିସ ସୂତ୍ରରୁ ପ୍ରକାଶ ଉପେନ୍ଦ୍ର ସଗରିଆ (୩୫) ଓ ତାଙ୍କ ସ୍ତ୍ରୀ ସୁଷମା ସଗରିଆ (୩୨) ଉଭୟ (ନୂଆପଡା ଜିଲ୍ଲା ଖରିଆର ଥାନା କଟିପଦର ଗ୍ରାମର) ବହିରା ହାଇସ୍କୁଲ ଛକରେ ଗଞ୍ଜେଇ ଧରି ବସ ଅପେକ୍ଷାରେ ଥିଲେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୁଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ଗଞ୍ଜେଇ ଚାଲାଣ ଅଭିଯୋଗରେ ଉଭୟଙ୍କୁ ଗିରଫ କରିଥିଲା। ଏନେଇ ବାଉଁଶୁଣି ଥାନାରେ କେସ ନଂ ୧୪୮/୨୧ ରେ ଏକ ମାମଲା ରୁଜୁ କରାଯାଇ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି ବୋଲି ଥାନା ଅଧିକାରୀ ସୁବାସ ଚନ୍ଦ୍ର ରାୟଗୁରୁ ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories