www.samajalive.in
Sunday, December 7, 2025
23.1 C
Bhubaneswar

ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣା ; ୨ ପ୍ରମୁଖ ଅଭିଯୁକ୍ତଙ୍କୁ ଗିରଫ

ପୁରୀ/ପିପିଲି : ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅନ୍ତର୍ଗତ ପଟ୍ଟନାୟିକିଆ ଛକ ଟ୍ରିପଲ ମର୍ଡର ଘଟଣାରେ ପୁଲିସ ରବିବାର ଦୁଇ ପ୍ରମୁଖ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ ମିଟୁ ଓରଫ ଏକ୍କା ବେହେରା ଏବଂ ପୁନିଆ ଓରଫ ପ୍ରହ୍ଲାଦ ବେହେରା। ସେମାନଙ୍କୁ ସଦାନନ୍ଦପୁର ଗାଁରୁ  ଗିରଫ କରାଯାଇଛି।

ହତ୍ୟାକାଣ୍ଡରେ ସେମାନେ ବ୍ୟବହାର କରିଥିବା ଅସ୍ତ୍ରକୁ ନିକଟସ୍ଥ  ଜଙ୍ଗଲରୁ ଜବତ କରାଯାଇଥିବା ପୁରୀ ଆରକ୍ଷୀ ଅଧୀକ୍ଷକ ଡ଼କ୍ଟର ଉମା ଶଙ୍କର ଦାଶ ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି । ସିସିଟିଭି ଫୁଟେଜ ଆଧାରରେ ସେମାନଙ୍କୁ ଗରିଫ କରାଯାଇଥିବା ଏସପି କହିଛନ୍ତି। ପୂର୍ବରୁ ପୁଲିସ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମତେ ୬ ଜଣଙ୍କୁ ଗିରଫ କରିଥିଲା।

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories