www.samajalive.in
Sunday, December 7, 2025
16.1 C
Bhubaneswar

ମହୁଲି ସହ ସ୍କୁଟି ଜବତ, ଦୁଇ ଗିରଫ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଥାନା ଅଞ୍ଚଳ ଅଙ୍ଗିକଳା ନିକଟରେ ଆଜି ତୁରୁମୁଙ୍ଗା ଥାନାର ଆରକ୍ଷୀ ସହକାରୀ ଉପନିରୀକ୍ଷକ ବିଜୟ କୁମାର ଖଟୁଆ ଓ ସୁବ୍ରତ ନାୟକ ପଇଁତରା ଦେଇଥିବା ବେଳେ ମହୁଲି ମଦ ନେଇ ସ୍କୁଟିରେ ଯାଉଥିବା ଦୁଇଜଣ ଯୁବକଙ୍କୁ ଅଟକାଇ ଥିଲେ। ସେମାନଙ୍କଠାରୁ ୧୫ ଲିଟର ମଦ ସହ ସ୍କୁଟି ଜବତ କରିଛନ୍ତି। ଗିରଫ ଯୁବକ ଦ୍ଵୟ ଵାରିଆ ଥାନା ବର୍ଦ୍ଧନା ଗ୍ରାମର ସୁରେନ୍ଦ୍ର ମାଝୀ ଓ ପଞ୍ଚାନନ ମାଝୀ ବୋଲି ଜଣାପଡିଛି। ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories