www.samajalive.in
Saturday, December 6, 2025
23.1 C
Bhubaneswar

ଖରସ୍ରୋତା ନଦୀରେ ବୁଡି ୨ ଭାଇ ନିଖୋଜ

ଯାଜପୁର: ରୋଡ ନିକଟ ଯୋକଡିଆ ଖରସ୍ରୋତା ନଦୀରେ ଗାଧୋଇବା ବେଳେ ନିଖୋଜ ହୋଇଛନ୍ତି ୨ଭାଇ।  ଦୁଇ ଭାଇ  ଶିବାନନ୍ଦ ନଗରର ହୋଇଥିବା ସୂଚନା ମିଳିଛି। ନଦୀରେ ଗାଧୋଇବା ବେଳେ ପ୍ରଥମେ ବଡ ଭାଇ ବୁଡି ଯାଇଥିଲେ। ବଡ ଭାଇକୁ ବଞ୍ଚାଇବାକୁ ଯାଇ ସାନ ଭାଇ ନଦୀରେ ବୁଡି ଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଉଭୟଙ୍କୁ ଖୋଜାଖୋଜି ଆରମ୍ଭ କରିଛନ୍ତି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories