www.samajalive.in
Saturday, December 6, 2025
26.1 C
Bhubaneswar

ପୋଖରୀରେ ବୁଡ଼ି ଦୁଇ ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଦୋବଲ: ଭଦ୍ରକ ଜିଲା ଧାମନଗର ବ୍ଲକ ସୀମାନ୍ତ ଭଣ୍ଡାରିପୋଖରୀ ବ୍ଲକ କୋରିଗାଁ ନାଉରିଗଡ଼ିଆରେ ମଙ୍ଗଳବାର ଘଟିଛି ଏକ ଅଘଟଣ। ପୋଖରୀରେ ବୁଡ଼ି ୨ ଜଣ ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର ଦ୍ବୟ ଗାଁର ଅଲେଖ ବିଶ୍ବାଳଙ୍କ ପୁଅ ହେମନ୍ତ ବିଶ୍ବାଳ ଏବଂ ବାସୁଦେବ ବିଶ୍ବାଳଙ୍କ ପୁଅ କାର୍ତ୍ତିକ ବିଶ୍ବାଳ ବୋଲି ଜଣାପଡ଼ିଛି। ଉଭୟଙ୍କ ବୟସ ୧୦ରୁ ୧୨ ବର୍ଷ ହେବା ନେଇ ଅନୁମାନ କରାଯାଉଛି।

ମିଳିଥିବା ସୂଚନା ଅନୁସାରେ, ହେମନ୍ତ ଓ କାର୍ତ୍ତିକ କୋଳି ଖାଇବାକୁ ଆସି ଗୋହିରାଟିକିରି ମଠ ପାଖ ପୋଖରୀରେ ଗାଧୋଉଥିଲେ। ଏହି ସମୟରେ ଅସାବଧାନତା ବସତଃ ବୁଡ଼ିଯାଇ ଉଭୟଙ୍କ ମୃତ୍ୟୁ ଘଟିଛି।

Hot this week

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

Related Articles

Popular Categories