www.samajalive.in
Saturday, December 6, 2025
15.1 C
Bhubaneswar

୫ ବର୍ଷରେ ଆଉ ୨କୋଟି ପକ୍କା ଘର-ଅର୍ଥମନ୍ତ୍ରୀ ସୀତାରମଣ

ନୂଆଦିଲ୍ଲୀ : ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଗୁରୁବାର ଅନ୍ତରୀଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ଏହି ବଜେଟ୍‌‌ ମୋଦୀ ସରକାରଙ୍କ ୨ୟ ପାଳି କାର୍ଯ୍ୟକାଳର ଅନ୍ତିମ ବଜେଟ୍‌‌।  ଅର୍ଥମନ୍ତ୍ରୀ କହିଛନ୍ତି ଗରିବ ଲୋକ ମାନଙ୍କୁ ଘର ଯୋଗାଇ ଦିଆଯାଉଛି। ୫ ବର୍ଷରେ ଆଉ ୨ କୋଟି ପକ୍କା ଘର ଯୋଗାଇ ଦିଆଯିବ । ୧ କୋଟି ଘରକୁ ୩ ଶହ ୟୁନିଟ୍  ମାଗଣା ବିଜୁଳି ଯୋଗାଇ ଦିଆଯିବ । ୯ରୁ ୧୪ ବର୍ଷର ବାଳିକାଙ୍କୁ ସର୍ଭିକାଲ କ୍ୟାନ୍ସର ଟିକା ଦିଆଯିବ ।  ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କ ପାଇଁ ନୂଆ ଘର ନିର୍ମାଣ ଯୋଜନା ଆରମ୍ଭ ହେବ । ଆଶା ଓ ଅଙ୍ଗନବାଡି କର୍ମୀଙ୍କୁ ଆୟୁଷ୍ମାନ୍ ଭାରତ ଯୋଜନାରେ ସାମିଲ କରାଯିବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories