www.samajalive.in
Friday, December 5, 2025
16.1 C
Bhubaneswar

ପ୍ରଶ୍ନପତ୍ର ଭାଇରାଲ୍‌ର ସୁଯୋଗ ନାହିଁ : ନିୟନ୍ତ୍ରକ

ଭୁବନେଶ୍ଵର : ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ହେବାର କୌଣସି ସୁଯୋଗ ନାହିଁ। ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ନିୟନ୍ତ୍ରକ।

ସେ କହିଛନ୍ତି ଆମର ହବ୍ ବ୍ୟବସ୍ଥା ସବୁଠୁ ଦୃଢ ବ୍ୟବସ୍ଥା ଏବଂ ସବୁ ହବ୍ ଗୁଡିକୁ ଏଆଇ ନଜରରେ ରହିବ। କାଉନ୍‌ସିଲ୍‌ ମଧ୍ୟ ପ୍ରଶ୍ନପତ୍ର ଜାଣିବନି। ପ୍ରଶ୍ନପତ୍ର ଗୁଡିକ ପ୍ରିଣ୍ଟିଂ ଷ୍ଟେସନରୁ ସିଧାସଳଖ ହବ୍ ଆସିବ। ହବ୍ ରେ ପ୍ରଶ୍ନପତ୍ର ଖୋଲା ହେବାବେଳେ ସିସି ଟିଭିରେ ରେକର୍ଡିଂ ହେବ। ସେଠାରୁ ସିଧାସଳଖ ଛାତ୍ରଛାତ୍ରୀ ମାନଙ୍କ ନିକଟକୁ ପ୍ରଶ୍ନପତ୍ର ଯିବ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories