www.samajalive.in
Monday, December 8, 2025
13.1 C
Bhubaneswar

ଜୁଲାଇ ୨୦ରୁ +୨ରେ ନାମଲେଖା ପାଇଁ ଆବେଦନ ଆରମ୍ଭ

ଭୁବନେଶ୍ୱର : ପ୍ରକାଶ ପାଇ ସାରିଛି ମାଟ୍ରିକ ପରୀକ୍ଷା ଫଳ। ଜୁଲାଇ ୨୦ରୁ +୨ରେ ନାମଲେଖା ପାଇଁ ଆରମ୍ଭ ହେବ ଆବେଦନ। ଆସନ୍ତା ବୁଧବାରରୁ ଏକାଦଶ ଶ୍ରେଣୀରେ ନାମଲେଖା ପାଇଁ ଆବଦେନ ଆରମ୍ଭ ହେବ। ୨୦ ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ସାମ୍‍ସ ପୋର୍ଟାଲରେ ଆବେଦନ ପ୍ରକ୍ରିୟା ଜାରି ରହିବ। ସିବିଏସଇ/ଆଇସିଏସଇ ରେଜଲ୍ଟ ବାହାରି ନଥିବାରୁ ଅବଧି ବଢିପାରେ ବୋଲି ଜଣାପଡିଛି। ଏନେଇ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories